Day: 30 July 2026

Hirakud Dam Opens 2 Gates: ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍; ୬୨୦ ଫୁଟକୁ ଛୁଇଁଛି ଜଳସ୍ତର

ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲା। ପ୍ରବଳ ବର୍ଷା ଯୋଗୁଁ ମହାନଦୀକୁ ପ୍ରଚୁର ପରିମାଣରେ ବନ୍ୟା ଜଳ ପ୍ରବେଶ କରୁଛି । ଯାହାଫଳରେ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ୍‌ର ଦକ୍ଷିଣ ପାର୍ଶ୍ୱର ୧ଟି…