Day: 1 August 2026

Odisha Floods: ହୀରାକୁଦ ଜଳଭଣ୍ଡାରରୁ ୨୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବଢୁଥିବା ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ହୀରାକୁଦ ଜଳଭଣ୍ଡାରୁ ବର୍ତ୍ତମାନ ମୋଟ ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି । ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୮୯ ହଜାର ୭୦୭ କ୍ୟୁସେକ ଜଳ…