Day: 13 August 2026

Odisha Rain Alert: ଲଘୁଚାପ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି

ଆଜି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଜାରି ରହିଥିବା ପ୍ରବଳ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।…