Day: 30 August 2026

Heavy Rain in Odisha: ଲଘୁଚାପ ବର୍ଷାରେ ବେହାଲ ଓଡ଼ିଶା; ୩ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଓଡ଼ିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, କେନ୍ଦୁଝର ଏବଂ…