Day: 4 September 2026

Former katak Mayor Soumendra Ghosh Passes Away: କଟକର ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ପରଲୋକ

କଟକ ମହାନଗର ନିଗମ (CMC) ର ପୂର୍ବତନ ମେୟର ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୌମେନ୍ଦ୍ର କୁମାର ଘୋଷଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ…