Month: September 2026

Rajya Sabha Voting Row: ରାଜ୍ୟସଭା ନିର୍ବାଚନ: ବାଚସ୍ପତିଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଗଲା ବିଜେଡି

ରାଜ୍ୟସଭା ନିର୍ବାଚନ ବିବାଦକୁ ନେଇ ବିଜୁ ଜନତା ଦଳ (ବିଜେଡି) ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ଦଳୀୟ ନିଷ୍ପତ୍ତି ବିରୋଧରେ ୮ ଜଣ ସଦସ୍ୟ ଭୋଟ୍ ଦେଇଥିବା ଅଭିଯୋଗ କରି ବିଜେଡି ପକ୍ଷରୁ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଏହି…

Women’s Asia Cup 2026: ମହିଳା ଏସିଆ କପ୍‌ ଫାଇନାଲରେ ଭାରତ

ମହିଳା ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ଦଳ ଦମଦାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଛି। ଦୁବାଇରେ ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ସେମିଫାଇନାଲ ଗୁରୁବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ବାଂଲାଦେଶକୁ ୪୦ ରନ୍‌ରେ ପରାସ୍ତ କରି ଭାରତୀୟ ଦଳ କ୍ରମାଗତ…

No Public Release of Ratna Bhandar Inventory: ସାର୍ବଜନୀନ ହେବନି ରତ୍ନଭଣ୍ଡାର ତାଲିକା: ଆଇନ ମନ୍ତ୍ରୀ

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥିବା ସୁନା, ରୂପା ଓ ଅନ୍ୟାନ୍ୟ ମୂଲ୍ୟବାନ ଅଳଙ୍କାରର ଗଣତି କାର୍ଯ୍ୟ ମାର୍ଗଶୀର ମାସ ଶେଷ ସୁଦ୍ଧା ଶେଷ ହେବ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ ଗଣତି ପ୍ରକ୍ରିୟା…

Odisha Vigilance Intercepts Two Auditors: ଭିଜିଲାନ୍ସ ଜାଲରେ ୨ ଅଡିଟ୍ ଅଧିକାରୀ; ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ବାରିପଦାରେ ଓଡ଼ିଶା ଭିଜିଲାନ୍ସ ବିଭାଗକୁ ମିଳିଛି ବଡ଼ ସଫଳତା। ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର ଦୁଇ ଜଣ ଅଡିଟରଙ୍କ ନିକଟରୁ ସନ୍ଦେହଜନକ ଭାବେ ରଖାଯାଇଥିବା ନଗଦ ୧୪ ଲକ୍ଷ ୩୮ ହଜାର ୩୪୦ ଟଙ୍କା ଜବତ କରାଯାଇଛି।…

Samiti Member Shot Dead in Baragada: ବରଗଡ଼ରେ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, କାର୍ ଭିତରୁ ରକ୍ତାକ୍ତ ମୃତଦେହ ଉଦ୍ଧାର

ବରଗଡ଼ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଆଗଲପୁର ପଞ୍ଚାୟତର ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ପୋଲିସ କାର୍ ଭିତରୁ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତ ଦେହ ଉଦ୍ଧାର କରିଥିବା ଜଣାପଡ଼ିଛି ।…

Odisha CM Inaugurates ODOP Gallery: ଦୁବାଇରେ ଓଡ଼ିଶାର କଳା ମହକ: ‘ୱାନ୍ ଡିଷ୍ଟ୍ରିକ୍ଟ, ୱାନ୍ ପ୍ରୋଡକ୍ଟ’ ଗ୍ୟାଲେରୀ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଓଡ଼ିଶାର ପାରମ୍ପରିକ କଳା, ସଂସ୍କୃତି ଏବଂ ହସ୍ତଶିଳ୍ପକୁ ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦୁବାଇଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ୱାନ୍ ଡିଷ୍ଟ୍ରିକ୍ଟ, ୱାନ୍ ପ୍ରୋଡକ୍ଟ’ ଗ୍ୟାଲେରୀର ଆନୁଷ୍ଠାନିକ ଉଦ୍‌ଘାଟନ…

Heavy Rain in Odisha: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ 

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୩ଟି ଜିଲ୍ଲା ପାଇଁ…