Day: 5 October 2026

Amit Shah and Rajnath Singh to Visit Odisha: ଓଡ଼ିଶା ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଏହି ହାଇପ୍ରୋଫାଇଲ୍ ଗସ୍ତ ସମୟରେ ଦୁଇ କେନ୍ଦ୍ରମନ୍ତ୍ରୀ କୋରାପୁଟ ଜିଲ୍ଲାର ସୁନାବେଡ଼ା ସ୍ଥିତ ‘ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍’ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।…

Mayurbhanj Works Dept AEE Under Vigilance Scanner: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ AEE

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ମୟୂରଭଞ୍ଜ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି। ବେତନଟୀ ସବ୍‌ଡିଭିଜନ୍‌ରେ କାର୍ଯ୍ୟରତ AEE ଅରବିନ୍ଦ ମହାନ୍ତିଙ୍କ ସରକାରୀ ଓ ବେସରକାରୀ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଆଜି…