Day: 6 October 2026

SIR Voter Row: ସିଇସି ଜ୍ଞାନେଶ କୁମାରଙ୍କ ମନମୁଖୀ କାର୍ଯ୍ୟାନୁଷ୍ଠାନ ବିରୋଧରେ ବିରୋଧୀଙ୍କ ପଦଯାତ୍ରା; ସାମିଲ ହେବ ବିଜେଡି

ଏସ୍‌ଆଇଆର ପ୍ରସଙ୍ଗରେ ସିଇସି ଜ୍ଞାନେଶ କୁମାରଙ୍କ ମନମୁଖୀ କାର୍ଯ୍ୟ, ସାରା ଦେଶରୁ ୧୩ କୋଟିରୁ ଊର୍ଦ୍ଧ୍ବ ଭୋଟରଙ୍କ ନାମ କଟା ପ୍ରସଙ୍ଗକୁ ନେଇ ବିରୋଧୀଦଳଗୁଡ଼ିକ ପକ୍ଷରୁ ଆଜି ବିରୋଧ ପଦଯାତ୍ରାରେ ସାମିଲ ହେବ ବିଜେଡି । ବିଜେଡି ସୁପ୍ରିମୋ ତଥା ବିରୋଧୀଦଳ…