Day: 17 October 2026

Amit Shah Congratulates ABVP Workers on thumping victory in Odisha Student Union Elections

Odisha Student Union Elections: ଓଡ଼ିଶାର ଛାତ୍ରସଂସଦ ନିର୍ବାଚନରେ ABVPର ବିପୁଳ ବିଜୟ, କାର୍ଯ୍ୟକର୍ତ୍ତାଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

ଓଡ଼ିଶାର ଛାତ୍ରସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP)ର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଏହି ବିଜୟକୁ ଦେଶର ଯୁବଶକ୍ତିଙ୍କ ମଧ୍ୟରେ ‘ରାଷ୍ଟ୍ର ପ୍ରଥମ’ ବିଚାରଧାରା…

PM Modi to Visit Odisha on Oct 25; President Murmu on Oct 28–29

PM Modi, President Murmu to Visit Odisha: ଅକ୍ଟୋବର ୨୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ୨୮ ଓ ୨୯ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ

ଆସନ୍ତା ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କର ଏହି ଗସ୍ତ ସମୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ସରକାରୀ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଖୋର୍ଦ୍ଧା…

odisha-govt-felicitates-asian-games-gold-winning-indian-hockey-teams

Odisha Felicitates Indian Hockey Teams: ଐତିହାସିକ ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭୁବନେଶ୍ୱରରେ ଭବ୍ୟ ସମ୍ବର୍ଦ୍ଧନା

ଜାପାନରେ ଅନୁଷ୍ଠିତ ଏସୀଆନ୍ ଗେମ୍‌ସ ୨୦୨୬ରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଆଗାମୀ ୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଭବ୍ୟ ସମ୍ବର୍ଦ୍ଧନା…

Newly Appointed Odisha Governor Braja Mohan Ram to Arrive Today

Braj Mohan Ram to Arrive Odisha Today: ଆଜି ଓଡ଼ିଶା ଆସିବେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ; ଆସନ୍ତାକାଲି ଶପଥ ଗ୍ରହଣ

ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ଓଡ଼ିଶାକୁ ଆସିବେ । ଆସନ୍ତାକାଲି, ଅକ୍ଟୋବର ୧୮ ତାରିଖ ସକାଳ ୧୧ଟାରେ ଭୁବନେଶ୍ୱରସ୍ଥିତ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ସେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । କାର୍ଯ୍ୟସୂଚୀ ଅନୁଯାୟୀ, ଆଜି ସକାଳ…