Day: 30 October 2026

Cyclone Arnab: ବାହୁଦା ନଦୀର ବନ୍ୟାଜଳରେ ଜଳମଗ୍ନ NH-୧୬, ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ

ଲଗାଣ ବର୍ଷା ଯୋଗୁଁ ବାହୁଦା ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତ ଇଚ୍ଛାପୁରମ ନିକଟରେ ବନ୍ୟାଜଳ ଜାତୀୟ ରାଜପଥ ଉପରେ ପ୍ରବାହିତ ହେଉଥିବାରୁ NH-୧୬ରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ…