Day: 30 October 2026

30 OAS and ORS Officers Assigned for Flood Management in Ganjam

Flood Management in Ganjam: ଗଞ୍ଜାମରେ ବନ୍ୟା ମୁକାବିଲା ପାଇଁ ୩୦ ଅଧିକାରୀଙ୍କୁ ଦାୟିତ୍ୱ

ଗଞ୍ଜାମ ଜିଲ୍ଲାରେ ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ ୩୦ ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ୩୦ ଜଣ OAS ଓ ORS ଅଧିକାରୀଙ୍କୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିଚାଳନା…

NH-16 Traffic Returns to Normal After 24 Hours Odisha-Andhra Connectivity Restored

Ganjam Floods: ୨୪ ଘଣ୍ଟା ପରେ ଏନ୍‌ଏଚ୍‌-୧୬ରେ ସ୍ୱାଭାବିକ ହେଲା ଯାତାୟାତ

ଦୀର୍ଘ ୨୪ ଘଣ୍ଟା ପରେ ଜାତୀୟ ରାଜପଥ-୧୬ରେ ଯାତାୟାତ ସ୍ୱାଭାବିକ ହୋଇଛି । ଏହା ସହ ଆନ୍ଧ୍ରପ୍ରଦେଶ ଓ ବ୍ରହ୍ମପୁର ମଧ୍ୟରେ ଗମନାଗମନ ପୁଣି ଆରମ୍ଭ ହୋଇଛି । ବାହୁଦା ନଦୀର ବନ୍ୟାଜଳ ଧୀରେ ଧୀରେ ହ୍ରାସ ପାଉଥିବାରୁ ଅଞ୍ଚଳରେ ସ୍ଥିତି…

Ganjam Flood Situation: ଗଞ୍ଜାମ ବନ୍ୟା ସ୍ଥିତି: ଜିଲ୍ଲାପାଳଙ୍କ ସହ କଥା ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଗଞ୍ଜାମ ଜିଲ୍ଲାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଥିବାବେଳେ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି। ହିଞ୍ଜିଳି ଓ ଶେରଗଡ଼ ସମେତ ସମଗ୍ର ଜିଲ୍ଲାରେ ବନ୍ୟା ପରିସ୍ଥିତି ଏବଂ…

3 dead in Kandhamal landslide: କନ୍ଧମାଳରେ ଭୂସ୍ଖଳନ: ତିନି ମୃତ, ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କେଲେ ମୁଖ୍ୟମନ୍ତ୍ରୀ

ଅର୍ଣ୍ଣବ’ ବାତ୍ୟା ପ୍ରଭାବରେ ଲାଗିରହିଥିବା ପ୍ରବଳ ବର୍ଷା କାରଣରୁ କନ୍ଧମାଳ ଜିଲ୍ଲା ରାୟକିଆ ବ୍ଲକ ଅନ୍ତର୍ଗତ ଡାଙ୍ଗେସି ଗ୍ରାମରେ ଏକ ମର୍ମନ୍ତୁଦ ଭୂସ୍ଖଳନ ଘଟିଯାଇଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ତିନି ଜଣଙ୍କର ଶୋଚନୀୟ ମୃତ୍ୟୁ ହୋଇଛି । ମୃତକମାନେ ହେଲେ…

Odisha Releases Additional 20 Cr For Ganjam: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଗଞ୍ଜାମର ବନ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ଅତିରିକ୍ତ ୨୦ କୋଟି ଟଙ୍କା ମଞ୍ଜୁର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ହୋଇଥିବା ପ୍ରବଳ ବର୍ଷା ଏବଂ ଏହାଫଳରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ଗଞ୍ଜାମ ଜିଲ୍ଲାକୁ ଅତିରିକ୍ତ ୨୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାକୁ ମିଶାଇ ଜିଲ୍ଲା ପାଇଁ ମୋଟ ଆର୍ଥିକ…

CM Conducts Aerial Survey of Flood-Hit Southern Odisha: ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ସଙ୍ଗୀନ ହୋଇପଡ଼ିଛି। ରାଜ୍ୟରେ ବନ୍ୟା ଯୋଗୁଁ ସୃଷ୍ଟି ହୋଇଥିବା କ୍ଷୟକ୍ଷତିର ପ୍ରତ୍ୟକ୍ଷ ସ୍ଥିତି ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

President’s Odisha Visit Cancelled Again: ପୁଣି ବାତିଲ୍ ହେଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆସନ୍ତା ଓଡ଼ିଶା ଗସ୍ତ ପୁଣିଥରେ ବାତିଲ୍ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଗସ୍ତ ବାତିଲ୍ ହୋଇଥିବା ଜଣାପଡିଛି। ଏନେଇ ଆଜି ରାଇରଙ୍ଗପୁର ଏଡିଏମ୍‌ଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ…

Sujata Rout Expresses Concern Over Flood Situation: ଗଞ୍ଜାମ ଓ ଗଜପତିରେ ବନ୍ୟା ବିପତ୍ତି: ବିପନ୍ନଙ୍କୁ ତୁରନ୍ତ ସହାୟତା ଯୋଗାଇବାକୁ ଦାବି କଲେ ସୁଜାତା ରାଉତ

ରାଜ୍ୟର ଦୁଇ ପ୍ରମୁଖ ଜିଲ୍ଲା ଗଞ୍ଜାମ ଏବଂ ଗଜପତିରେ ବନ୍ୟା ପରିସ୍ଥିତି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ବନ୍ୟାଜଳ ଯୋଗୁଁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସଙ୍କଟଜନକ ସ୍ଥିତିରେ ପ୍ରଭାବିତ ଜନସାଧାରଣଙ୍କ ସୁରକ୍ଷା ଏବଂ ସୁବିଧା ଯୋଗାଇଦେବା…

OPSC Exam to Be Held as Scheduled, Says Revenue Minister Suresh Pujari

No Change in OPSC Exam Schedule: ବାତିଲ ହେବନି OPSC ପରୀକ୍ଷା, ବନ୍ୟା ପ୍ରଭାବିତ ପରୀକ୍ଷାର୍ଥୀଙ୍କ ଦାୟିତ୍ୱ ନେବେ ସରକାର: ମନ୍ତ୍ରୀ ସୁରେଶ ପୂଜାରୀ

ଓଡ଼ିଶା ଲୋକସେବା ଆୟୋଗ (OPSC) ପରୀକ୍ଷା ପରୀକ୍ଷା ଘୁଞ୍ଚିବ ନାହିଁ, ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସ୍ପଷ୍ଟ କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ପରୀକ୍ଷା ଥରେ ଘୁଞ୍ଚାଇଲେ ପୁନର୍ବାର ଆୟୋଜନ କରିବାକୁ ପ୍ରାୟ ୬…

Ganjam Floods Situation: ଗଞ୍ଜାମ ଓ ଗଜପତିରେ ବନ୍ୟା ସ୍ଥିତି: ଆକାଶମାର୍ଗରୁ ରିଲିଫ୍ ବଣ୍ଟନ ପାଇଁ ନିର୍ଦ୍ଦେଶ ଦେଲେ ରାଜସ୍ୱ ମନ୍ତ୍ରୀ

ଗଞ୍ଜାମ ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ତୁରନ୍ତ ସହାୟତା ପହଞ୍ଚାଇବା ପାଇଁ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିପାଇଁ ଓଡ଼ିଶାରେ ବନ୍ୟା ପରିସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏସଆରସି କାର୍ଯ୍ୟାଳୟରେ…