Day: 14 November 2026

Weather Updates: ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ, ୧୬ ସନ୍ଧ୍ୟା ସୁଦ୍ଧା ବାତ୍ୟା ଆଶଙ୍କା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି । ଏହା ଅଧିକ ଶକ୍ତିଶାଳୀ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ…