ତାଜା ଖବର ରାଜ୍ୟ Odisha Assembly Winter Session: ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ November 17, 2026 Papirani ସପ୍ତଦଶ ଓଡ଼ିଶା ବିଧାନସଭାର ଅଷ୍ଟମ ତଥା ଶୀତକାଳୀନ ଅଧିବେଶନ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ତେବେ ଗୃହ କାର୍ଯ୍ୟକୁ ଶୃଙ୍ଖଳିତ ଓ ସୁରୁଖୁରୁରେ ଚଳାଇବା ପାଇଁ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ…