Day: 20 November 2026

Cyclone Akvan Preparedness: ପୁଣି ବାତ୍ୟା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୩ ଲକ୍ଷରୁ ଊର୍ଦ୍ଧ୍ୱ ସ୍ଥାନାନ୍ତରିତ

ସମ୍ଭାବ୍ୟ ବାତ୍ୟା ‘ଅକଭାନ’ ର ମୁକାବିଲା ଓ ପ୍ରସ୍ତୁତି ନେଇ ପୁଣି ଥରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ପରି ଆଜି ମଧ୍ୟ ବାତ୍ୟା ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିବା ବେଳେ ରାଜ୍ୟ ପ୍ରଶାସନ,…