Day: 21 November 2026

Odisha Govt Suspends 3 Doctors: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୩ ଜଣ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ ହୋଇଥିବା ଡାକ୍ତର ମାନେ ହେଲେ ଡା. ପ୍ରଭାକର ବେହେରା, ମେଡିକାଲ ଅଫିସର, ସିଏଚ୍‌ସି ଗମ୍ଭାରୀମୁଣ୍ଡା, ଖୋର୍ଦ୍ଧା…