ତାଜା ଖବର ରାଜ୍ୟ CM Mohan Majhi Arrives in Ganjam: ବାତ୍ୟା କ୍ଷତି ଆକଳନ ପାଇଁ ଗଞ୍ଜାମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 23, 2026 Papirani ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲ୍ଲାର କ୍ଷୟକ୍ଷତି ଆକଳନ ଓ ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଗଞ୍ଜାମରେ ପହଞ୍ଚିଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ମୁଖ୍ୟମନ୍ତ୍ରୀ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ରେ ଅବତରଣ କରିଛନ୍ତି। ବାତ୍ୟା…