Day: 28 November 2026

BJP Meet at CM’s Residence: Ministers and MLAs to Go on Field Visits from Dec 1 to 25

BJP’s New Strategy to Strengthen Party: ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବିଜେପିର ବୈଠକ, ଡିସେମ୍ବର ୧ରୁ ୨୫ ଯାଏଁ ପ୍ରବାସରେ ଯିବେ ମନ୍ତ୍ରୀ-ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ସଭାପତି ମନମୋହନ ସାମଲ ଏବଂ ସଂଗଠନ ମନ୍ତ୍ରୀଙ୍କ ସମେତ ଦଳର ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ଏହି ବୈଠକରେ…