ଭଂଜନଗର ଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଝାଡ଼ାବାନ୍ତି ବ୍ୟାପୁଥିବାବେଳେ ଗାଁରେ ୨୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସପ୍ତାହକରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଚିକିତ୍ସାଧୀନ ଅଛନ୍ତି। ଦୂଷିତ ପାଣି ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

By Nirvay

Leave a Reply

Your email address will not be published. Required fields are marked *