ଓଡ଼ିଶା ସରକାରଙ୍କ ନ୍ୟାୟ ବିଭାଗ ଅଧୀନରେ ଥିବା ଡାଇରେକ୍ଟୋରେଟ ଅଫ ପବ୍ଲିକ ପ୍ରୋସିକ୍ୟୁସନ (ଡିପିପି) ପାଇଁ ବାହାରିଲା ୨୬୭ଟି ନୂଆ ପଦବୀ। ଏନେଇ BNSS ଧାରା ୨୦ ଅନୁସାରେ ପଦବୀ ସୃଷ୍ଟି ନେଇ ଓଡ଼ିଶାର ଗୃହ ବିଭାଗ ପକ୍ଷରୁ ଆଜି ସୂଚନା ଜାରି କରାଯାଇଛି। ଏହି ୨୬୭ଟି ପଦବୀ ମଧ୍ୟରେ ସହକାରୀ ପବ୍ଲିକ ପ୍ରୋସିକ୍ୟୁଟର, କ୍ଲାର୍କ, ସ୍କିଲ୍ଡ ଷ୍ଟାଫ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ପଦ ସାମିଲ ରହିଛି। ସେହିପରି ଷ୍ଟେଟ୍ ଫୋରେନସିକ୍ ସାଇନ୍ସ ସର୍ଭିସ ସଂସ୍ଥା ପାଇଁ ୨୪୭ ନୂଆ ପଦବୀ ସୃଷ୍ଟି। ୨୪୭ ନୂଆ ପଦବୀ ସୃଷ୍ଟି ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। Post navigation ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୭ ଜଣ ଆତଙ୍କବାଦୀ ନିହତ ବିଧାନସଭା ଘେରାଉ ମାମଲା: ଓଡିଶା ପ୍ରଥମ ଥର ପାଇଁ ପିସିସି ସଭାପତିଙ୍କ ସହ ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ