2nd-covid-case-detected-in-cuttack
ଭୁବନେଶ୍ୱର ପରେ କଟକରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
 
ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା କଟକ ରାଉତପାଟଣା ଅଞ୍ଚଳର ଜଣେ ବୃଦ୍ଧ ପଜିଟିଭ୍ ଚିହ୍ନଟ ହୋଇଥବା ସୂଚନା ଦେଇଛନ୍ତି କଟକ ସିଡିଏମ୍ଓ ପ୍ରଶାନ୍ତ ହୋତା ।
 
ସେ ଗତ କିଛି ଦିନ ଧରି ଥଣ୍ଡାଜ୍ୱରରେ ପୀଡ଼ିତ ଥିଲେ । କୋଭିଡ ଟେଷ୍ଟ୍‌ କରାଇବାରୁ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *