ଅନ୍ତର୍ଜାତୀୟ ମହିଳା ଦିବସଅବସରରେ, ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ଲକ୍ଷ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି । ବ୍ରହ୍ମପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୧ କୋଟି ୧୮ ଲକ୍ଷରୁ ଅଧିକ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର କୋଟି ରୁ ଅଧିକ ଟଙ୍କା ପ୍ରଦାନ କରିଛନ୍ତି । ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ରକ୍ଷାବନ୍ଧନରେ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ । Post navigation ଅନୁଭବ ମହାନ୍ତି ଓ ଜାଗୃତିଙ୍କର ସରିଲା ନିର୍ବନ୍ଧ ଶଙ୍ଖ ଭବନରେ ବିଜେଡିର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ