ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି ।
 
ରାତି ପ୍ରାୟ ସାଢ଼େ ୯ଟା ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଆଡ଼ପ ମଣ୍ଡପ ଛାଡ଼ି ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛନ୍ତି ।
 
ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ଵାର ଆଗରେ ପହଞ୍ଚିଥିଲା । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲା ।
 
ରବିବାର ରଥ ଉପରେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ବିଶ୍ୱନିୟନ୍ତା ।

By Nirvay

Leave a Reply

Your email address will not be published. Required fields are marked *