ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ସେ କହିଛନ୍ତି ଟ୍ରେନ୍ଗୁଡ଼ିକ ରାଜ୍ୟର ସମସ୍ତ ଅଞ୍ଚଳକୁ ପହଞ୍ଚିବ। ଏହାଛଡ଼ା ୧୫ ହଜାର ଯାତ୍ରୀ ରହିବା ଭଳି ଟେଣ୍ଟ ଲଗାଯିବ। Post navigation କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ ଆଇଏଏସ୍ ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ