ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଓ ଭୁବନେଶ୍ୱର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି।

ଆଜି ଅପରାହ୍‌ଣ ୩ଟା ସୁଦ୍ଧା ୪୮.୪୪ ପ୍ରତିଶତ ମତଦାନ ହୋଇଛି। ଅନୁଗୁଳ ଜିଲ୍ଲାରେ ୫୩.୧୩ ପ୍ରତିଶତ ମତଦାନ ହୋଇଛି। ସେହିପରି କଟକ ଜିଲ୍ଲାରେ ୪୨.୧୧%, ଦେବଗଡ଼ରେ ୫୬%, ‌‌ଢେଙ୍କାନାଳରେ ୪୭.୮୯%, କେନ୍ଦୁଝରରେ ୫୩.୬୧%, ଖୋର୍ଦ୍ଧାରେ ୪୩.୩୭%, ମୟୂରଭଂଜରେ ୫୧.୦୫%, ନୟାଗଡ଼ରେ ୪୬.୭୬% ଭୋଟିଂ ହୋଇଛି।

Leave a Reply

Your email address will not be published. Required fields are marked *