5-persons-arrested-in-connection-with-amresh-jena
କମିସନରେଟ୍‌ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆ ଯାଇଛି ।
 
ଅମରେଶ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶୃତି ଦେଇ ଦୁଷ୍କର୍ମ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ । ଅମରେଶ ଜେନା ଭୁବନେଶ୍ୱରର ୫୧ ନମ୍ବର ୱାର୍ଡର କର୍ପୋରେଟର ।

By Nirvay

Leave a Reply

Your email address will not be published. Required fields are marked *