ରାଜ୍ୟରେ ଖାଲି ପଡିଛି ୫୦୧୪ ଡାକ୍ତର ପଦବୀ । ବିଧାନସଭାର ଗୃହରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତରରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି । ରାଜ୍ୟରେ ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫ ହଜାର ୧୪ ପଦବୀ ଖାଲି ପଡିଛି । ୩୦ଟି ଜିଲ୍ଲାରେ ୩୭୫ଟି ସିଏଚସିରେ ଡାକ୍ତର ନାହାନ୍ତି । ସର୍ବାଧିକ ଗଞ୍ଜାମରେ ୪୫୦, ମୟୂରଭଞ୍ଜରେ ୩୦୯ ପଦବୀ ଖାଲି ପଡିଛି । ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତରୀ ପଦ ଖାଲି ପଡିଛି । ସେହିପରି ମୟୂରଭଞ୍ଜ ଓ ଗଞ୍ଜାମରେ ସର୍ବାଧିକ ୮୭ ଲେଖାଏଁ ସ୍ପେଶାଲିଷ୍ଟ ଡାକ୍ତର ପଦବୀ ଖାଲି ରହିଛି । ସରକାର ଡାକ୍ତରୀ ପଦବୀ ପୂରଣ ଦିଗରେ କାମ କରୁଛନ୍ତି ରାଜ୍ୟସରକାର। ପର୍ଯ୍ୟାୟକ୍ରମେ ଏସବୁ ପଦବୀ ପୂରଣ ହେବ ।

 

 

Leave a Reply

Your email address will not be published. Required fields are marked *