5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ। ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏଥିସହ ରାଜ୍ୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଗତ ଦିନରେ ଅନେକ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହେବ ବଦଳି ପରେ ସ୍କୁଲ ଯାଉନଥିବା ଶିକ୍ଷକଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବ। ସ୍କୁଲ ଯାଇ ପିଲାଙ୍କୁ ପାଠ ପଢାଇବାକୁ ଶିକ୍ଷକଙ୍କୁ ପରାମର୍ଶ ଦେଲେ ମନ୍ତ୍ରୀ।

Leave a Reply

Your email address will not be published. Required fields are marked *