କଲୋମ୍ବିଆରେ ସୋମବାର ଆସିଥିବା ଏକ ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିକ୍ଟର ସ୍କେଲ୍‌ରେ ଏହି ଭୂକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଥିଲା। କଲୋମ୍ବିଆ ସରକାରଙ୍କ ପକ୍ଷରୁ ମିଳିଥିବା ସର୍ବଶେଷ ସୂଚନା ଅନୁଯାୟୀ, ଏହି ପ୍ରାକୃତିକ ବିପର୍ଯ୍ୟୟରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୧୩୨ ରେ ପହଞ୍ଚିଛି ଏବଂ ୫୭୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି।ସରକାରଙ୍କ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ପ୍ରଭାବିତ ଅଞ୍ଚଳରେ ଜରୁରୀକାଳୀନ ସେବା ଯୋଗାଇ ଦିଆଯାଉଛି।

 

Leave a Reply

Your email address will not be published. Required fields are marked *