ଆଜି ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତିନ୍ଦ୍ର କୋୟଲ, ପ୍ରତୀକ ମହାନ୍ତି ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୨୦୧୧ ବ୍ୟାଚ୍ର ଆଇପିଏସ୍ ଅଫିସର ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର, ବି. ଗଙ୍ଗାଧରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ସେହିପରି ୨୦୦୭ ବ୍ୟାଚ୍ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ, ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । Post navigation ୨୦୨୪ ବର୍ଷରେ ଭିଜିଲାନ୍ସକୁ ମିଳିଛି ବଡ଼ ସଫଳତା ରାଜ୍ୟରେ ମହିଳା କମିଶନ ଭଳି ଗଢ଼ାଯାଉ ପିତୃ ମାତୃ କମିଶନ: ବାବା ବଳିଆ