ନିର୍ମାଣ ହେବ ପ୍ରାୟ ୮ ଶହ ବାତ୍ୟା ଆଶ୍ରୟସ୍ଥଳୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଚଳିତ ବର୍ଷ ଅଧିକ ବର୍ଷା ହେବାର ଆକଳନ ହୋଇଛି। ତେଣୁ ବାତ୍ୟା ଆଶ୍ରୟସ୍ଥଳୀ ନିମନ୍ତେ ଦିଲ୍ଲୀ ଗସ୍ତ ବେଳେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛି । ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳରେ ସ୍କୁଲ ନିକଟରେ ନିର୍ମାଣ ହେବ ।

ସୁରେଶ ପୂଜାରୀ ଆଉ ମଧ୍ୟ କହିଛନ୍ତି ବଲବାତ୍ୟା ଆଶ୍ରୟସ୍ଥଳୀ ବହୁମୁଖୀ ହେବ । ବିପର୍ଯ୍ୟୟ ବେଳେ ନେବେ, ଅନ୍ୟ ସମୟରେ ସାମାଜିକ କାର୍ଯ୍ୟରେ ବ୍ୟବହାର ହେବ।  ଯାହାଫଳରେ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକ ଅବହେଳିତ ଅବସ୍ଥାରେ ରହିବନି ।

Leave a Reply

Your email address will not be published. Required fields are marked *