ଓଡ଼ିଶାରେ ଖରିଫ ୨୦୨୬ ପାଇଁ ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ (PMFBY) ଅଧୀନରେ ନାମ ପଞ୍ଜୀକରଣର ସମୟସୀମାକୁ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି. ଓଡ଼ିଶା ସରକାରଙ୍କ ସମବାୟ ବିଭାଗର ଅନୁରୋଧ କ୍ରମେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏହି ସମୟସୀମା ବୃଦ୍ଧିକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ପୂର୍ବରୁ ଏହାର ଶେଷ ତାରିଖ ଜୁଲାଇ ୩୧ ଥିବା ବେଳେ ବର୍ତ୍ତମାନ ଏହାକୁ ୧୫ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି ବୋଲି ରାଜ୍ୟ ସମବାୟ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି। Post navigation President Murmu Inaugurates Jagadguru Kripalu University in Kataka Congress Retains Datia Seat as Ghanshyam Singh Wins Madhya Pradesh Bypoll