ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଓ ଆନୁଷଙ୍ଗିକ ବିଷୟରେ ପାଠ ପଢ଼ୁଥିବା ନିୟମିତ ଛାତ୍ରଛାତ୍ରୀଙ୍କୁ ଏଣିକି ପ୍ରତିମାସ ଷ୍ଟାଇପେଣ୍ଡ ପ୍ରଦାନ କରାଯିବ। ପିଜି ଛାତ୍ରଛାତ୍ରୀଙ୍କୁ ୨ ବର୍ଷର କୃଷି ଓ ଆନୁଷଙ୍ଗିକ କୋର୍ସ ପାଇଁ ମାସକୁ ୧୦,୦୦୦ ଟଙ୍କା ମିଳିବ ଏବଂ ପିଏଚ୍.ଡି ଗବେଷକଙ୍କୁ ୩ ବର୍ଷ ପର୍ଯ୍ୟନ୍ତ ମାସକୁ ୧୫,୦୦୦ ଟଙ୍କା ମିଳିବ। ଏହି ପଦକ୍ଷେପ ମାଧ୍ୟମରେ ଉଚ୍ଚଶିକ୍ଷା, ଗବେଷଣା ଓ କୃଷି କ୍ଷେତ୍ରରେ ନୂତନ ଉଦ୍ଭାବନକୁ ପ୍ରୋତ୍ସାହନ ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। Post navigation बिहार में बीजेपी को प्रशांत किशोर का झटका, मांजलपुर में बीजेपी की बंपर जीत, दतिया में कांग्रेस का कब्जा