ଗଞ୍ଜାମ ତପ୍ତପାଣିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ଓ ଆଧ୍ୟାତ୍ମିକ ସ୍ଥଳୀ ତପ୍ତପାଣି ଗସ୍ତ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସମଗ୍ର ତପ୍ତପାଣି ଅଞ୍ଚଳରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି।

​କଡ଼ା ସୁରକ୍ଷା ବଳୟ ମଧ୍ୟରେ ତପ୍ତପାଣିରେ ପହଞ୍ଚିବା ପରେ ରାଷ୍ଟ୍ରପତି ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମନ୍ଦିର ଦର୍ଶନ କରିବା ସହ ନୀତିକାନ୍ତି ଅନୁସାରେ ପୂଜାର୍ଚ୍ଚନା କରିଥିଲେ। ରାଷ୍ଟ୍ରପତିଙ୍କ ଏହି ଆଧ୍ୟାତ୍ମିକ ଗସ୍ତ ସମୟରେ ତାଙ୍କ ସହିତ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ।

 

 

Leave a Reply

Your email address will not be published. Required fields are marked *