ଆଜିଠୁ ପୁଣି ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜିଠୁ ୫ ଦିନ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ। ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଥିବା ବେଳେ ଆଜି ମୟୂରଭଞ୍ଜ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ରାଜ୍ୟରେ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *