ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଘଟଣାର ସତ୍ୟାସତ୍ୟ ଯାଞ୍ଚ ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଉଚ୍ଚସ୍ତରୀୟ ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପରୀକ୍ଷା ପରିଚାଳନା ସହ ଜଡ଼ିତ ବିଭିନ୍ନ ଦସ୍ତାବେଜ ଯାଞ୍ଚ କରିବା ସହ କଲେଜର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଘଟଣାର ସମସ୍ତ ଦିଗକୁ ଖତିଆନ କରାଯାଉଛି।

 

 

Leave a Reply

Your email address will not be published. Required fields are marked *