ରାଜ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ଆୟୋଜିତ ହେବ ଗୀତାପାଠ ପ୍ରତିଯୋଗିତା । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ବୃଦ୍ଧି ଲକ୍ଷ୍ୟରେ ଏହି ପ୍ରୟାସ । ଭଗବଦ୍ ଗୀତାର ଜ୍ଞାନ ଓ ଆଧ୍ୟାତ୍ମିକ ଶିକ୍ଷାକୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶାରେ ଆୟୋଜିତ ହେବ ରାଜ୍ୟସ୍ତରୀୟ ଗୀତା ଚାଣ୍ଟିଂ (ଗାନ) ପ୍ରତିଯୋଗିତା ଓ ଗୀତା ଜ୍ଞାନ ପରୀକ୍ଷା। ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀ ଏଥିରେ ଭାଗ ନେଇପାରିବେ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅଗଷ୍ଟ ୭ ତାରିଖରେ ଏନେଇ ଏକ ଯୋଗାଯୋଗପତ୍ର ଜାରି କରାଯାଇଛି। Post navigation झारखंड में छात्रों पर पुलिस कार्रवाई के खिलाफ NDA सांसदों का संसद में विरोध प्रदर्शन Odisha DGP Appointment Row: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସୁପ୍ରିମକୋର୍ଟରେ ପ୍ରକାଶ ସିଂ ନିର୍ଦ୍ଦେଶାବଳୀ ଉଲ୍ଲଙ୍ଘନର ଅଭିଯୋଗ