ଆସନ୍ତା କାଲି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ। ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ମହାପ୍ରଭୁଙ୍କର ସ୍ଵତନ୍ତ୍ର ଗୁପ୍ତ ନୀତିକାନ୍ତି ସମ୍ପନ୍ନ କରାଯିବାକୁ ଥିବାରୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭକ୍ତଙ୍କ ନିମନ୍ତେ ସାଧାରଣ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ସାମୟିକ ଭାବେ ବନ୍ଦ ରଖାଯିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। Post navigation Health Crisis in India: ଦିଲ୍ଲୀପ ରାୟଙ୍କ ପ୍ରଶ୍ନର ଉତ୍ତର; ଦେଶରେ ବଢ଼ୁଛି ମଧୁମେହ, ମୋଟାପଣ ଓ ହାଇପର ଟେନ୍ସନ୍: କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ Air India Flight Turbulence: Pilot Fails Second Dope Test