୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ରେଭେନ୍ୟୁ ଇନ୍ସପେକ୍ଟର। ମ୍ୟୁଟେସନ କେସ୍‌ରେ ପଟ୍ଟା ଦେବା ପାଇଁ ନେଉଥିଲେ ଲାଞ୍ଚ । ବାଲେଶ୍ୱର ଜିଲ୍ଲା ଖଇରା ତହସିଲ ଅଧୀନ ତୁଡ଼ିଗଡ଼ିଆ ରାଜସ୍ୱ ନିରୀକ୍ଷକ ଶରତ କୁମାର ସେଠୀ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ତାଙ୍କୁ ଧରିଛି। ଏହାପରେ ଭିଜିଲାନ୍ସ ପକ୍ଷରୁ ଦୁଇଟି ସ୍ଥାନରେ ଚଢ଼ାଉ କରାଯାଇଥିବା ସୂଚନା ।

Leave a Reply

Your email address will not be published. Required fields are marked *