ଭୁବନେଶ୍ୱରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଆୟୁର୍ବେଦିକ ଚିକିତ୍ସାଳୟ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଏହି ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ଏହି ପ୍ରସ୍ତାବିତ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲଟିର ସମସ୍ତ ନିର୍ମାଣ କାର୍ଯ୍ୟକୁ ଆସନ୍ତା ୧୫ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ଏକ ସ୍ୱତନ୍ତ୍ର ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଆୟୁର୍ବେଦିକ ଚିକିତ୍ସା ସେବାରେ ବ୍ୟାପକ ସୁଧାର ଆସିବ ବୋଲି ଆଶା କରାଯାଉଛି।

 

 

Leave a Reply

Your email address will not be published. Required fields are marked *