ଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ସମେତ ଦେଶର ଅନେକ ବରିଷ୍ଠ ନେତା, ମନ୍ତ୍ରୀ ଓ ଗଣ୍ୟମାନ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ରହି ଦିଲ୍ଲୀରେ ତାଙ୍କ ସ୍ମାରକୀ ‘ସଦୈବ ଅଟଳ’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

 

Leave a Reply

Your email address will not be published. Required fields are marked *