ବାରିପଦା ଷ୍ଟେସନ ବଜାରରୁ ସୁନଗଡିଆ ନିକଟରେ ଦବିଲା ରେଳଧାରଣା । ଲଗାଣ ବର୍ଷାର ପ୍ରଭାବରେ ବାରିପଦା ଷ୍ଟେସନବଜାର-ଶୁନଗଡ଼ିଆ ନିକଟରେ ପ୍ରାୟ ୫୦ ମିଟର ରେଳଧାରଣା ଦବିଯାଇଛି। ଫଳରେ ରେଳ ବିଭାଗ ପକ୍ଷରୁ ଏହି ରୁଟ୍‌ରେ ରେଳ ଚଳାଚଳକୁ ସାମୟିକ ଭାବେ ବନ୍ଦ ରଖାଯାଇଛି।

Leave a Reply

Your email address will not be published. Required fields are marked *