କଟକ ସିଡିଏ ସେକ୍ଟର-୯ ଅଞ୍ଚଳରେ ଖାଦ୍ୟ ନିରାପତ୍ତା ଓ ଜନସ୍ୱାସ୍ଥ୍ୟକୁ ନେଇ କଟକ ମହାନଗର ନିଗମ (KMC) ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭିନ୍ନ ହୋଟେଲ୍ ଏବଂ ରେଷ୍ଟୁରାଣ୍ଟରେ ଚଢ଼ାଉ କରାଯାଇ ଅସ୍ୱାସ୍ଥ୍ୟକର ପରିବେଶ ଏବଂ ନିମ୍ନମାନର ଖାଦ୍ୟ ବିକ୍ରି ଅଭିଯୋଗରେ ୨ଟି ହୋଟେଲକୁ ସିଲ୍ କରାଯାଇଛି। Post navigation ‘Bidesh Sikhyabruti’ Scholarship Scheme: SC-ST ଛାତ୍ରଛାତ୍ରୀଙ୍କ ପାଇଁ ‘ବିଦେଶ ଶିକ୍ଷାବୃତ୍ତି’ ଯୋଜନା ଶୁଭାରମ୍ଭ କଲେ ଓଡ଼ିଶା ସରକାର Odisha Floods: ହୀରାକୁଦର ୧୫ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ