କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ୧.୪୦ କୋଟି ଟଙ୍କାର ବିତ୍ତୀୟ ଅନିୟମିତତା/ଜାଲିୟାତି ଅଭିଯୋଗରେ ଆଜି ଗିରଫ କରାଯାଇଛି। ଏସସିବି ସୁପରିଣ୍ଟେଣ୍ଡେଣ୍ଟଙ୍କ ଦ୍ୱାରା ଦାଖଲ ହୋଇଥିବା ଅଭିଯୋଗକୁ ଆଧାର କରି ମଙ୍ଗଳାବାଗ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। Post navigation Cooking Oil Use in Canteens and Hostels: ରନ୍ଧନ ତେଲ ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲକୁ ପରାମର୍ଶ