ବଙ୍ଗୋପସାଗରରେ ସୃଷ୍ଟି ହେଲା ସୃଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ।ଭୋର ୫ଟା ୩୦ ମିନିଟ୍ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲା ପାଇଁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *