ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପାଟି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ରାଜ୍ୟପାଳ । ଏହି ସାକ୍ଷାତକାର ସମୟରେ ରାଜ୍ୟପାଳ ଏବଂ ରାଷ୍ଟ୍ରପତିଙ୍କ ମଧ୍ୟରେ ଓଡ଼ିଶାର ବିକାଶ, ଜନସାଧାରଣଙ୍କ କଲ୍ୟାଣ ଏବଂ ରାଜ୍ୟର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା ହୋଇଛି।

​ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଜ୍ୟପାଳ ଡ. କମ୍ଭମ୍ପାଟି ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଗସ୍ତ କାଳରେ ସେ ଅନେକ ବରିଷ୍ଠ ନେତୃବୃନ୍ଦ ଓ ପ୍ରମୁଖ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସାକ୍ଷାତ କରୁଛନ୍ତି।

Leave a Reply

Your email address will not be published. Required fields are marked *