ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ବାହାରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ । ଏହା ସହିତ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରି ଓଡ଼ିଶାର ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିବା ସହିତ ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ବାଣିଜ୍ୟିକ ଓ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆହ୍ୱାନ ଦେବାର କାର୍ଯ୍ୟକ୍ରମ ରହିଛି । Post navigation Five Orangutans Found in Baleshwar: ଭୋଗରାଇରେ ବିରଳ ପ୍ରଜାତିର ୫ଟି ଓରାଙ୍ଗଉଟାନ ଉଦ୍ଧାର Unsafe Buildings To Be Identified In Odisha: ଅସୁରକ୍ଷିତ କୋଠା ଚିହ୍ନଟ କରିବ ୧୫ ଦିନିଆ ତଦନ୍ତକାରୀ ଦଳ: ଡଃ କୃଷ୍ଣଚନ୍ଦ୍ର ମହାପାତ୍ର