ବଢିଲା ମୃତ ACF ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଅଡ଼ୁଆ। ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ତାଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯିବା ପରେ ତାଙ୍କ ଗିରଫଦାରୀ ସମ୍ଭାବନା ଆହୁରି ବୃଦ୍ଧି ପାଇଛି।

 

 

Leave a Reply

Your email address will not be published. Required fields are marked *