ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଉଗ୍ର ରୂପ ନେବାକୁ ଯାଉଛି। ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ସାରା ଓଡ଼ିଶା ବନ୍ଦ ପାଇଁ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବଡ଼ ଡାକରା ଦିଆଯାଇଛି। ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ କ୍ଷୋଭ ପ୍ରକାଶ ପାଇଥିବା ବେଳେ ଏହାର ନୈତିକ ଦାୟିତ୍ୱ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ସଂଗଠନ ଦାବି କରିଛି।

 

 

Leave a Reply

Your email address will not be published. Required fields are marked *