ଭୁବନେଶ୍ୱରର ନୂତନ ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି) ଭାବେ ୨୦୧୫ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ଶର୍ବଣା ବିବେକ ଏମ୍. ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦାୟିତ୍ୱ ଭାର ଗ୍ରହଣ କରିବା ପରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସମ୍ବୋଧିତ କରି ସେ ସହରରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ, ଅପରାଧ ଦମନ ଏବଂ ସାଧାରଣ ନାଗରିକଙ୍କ ସୁରକ୍ଷା ପାଇଁ ନିଜର ପ୍ରାଥମିକତା ସ୍ପଷ୍ଟ କରିଛନ୍ତି।

Leave a Reply

Your email address will not be published. Required fields are marked *