Minor Girl Gang-Raped in Kendrapada; Case Registered Under POCSO Act, 2 Accused Identified

ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାକୁ ନେଇ ରିପୋର୍ଟ ତଲବ କରିଛନ୍ତି ମହିଳା କମିଶନ । ଘଟଣା ସମ୍ପର୍କରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମହିଳା କମିଶନ ସଦସ୍ୟା ଉର୍ମିଳା ମହାପାତ୍ର ।

ସୂଚନା ଅନୁଯାୟୀ, ଯୁବତୀ ଜଣକ ଘରେ ଏକା ଥିବା ବେଳେ ଜଣେ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ସିସିଟିଭି ଫୁଟେଜ୍ ଆଧାରରେ ପୋଲିସର ଏକ ସ୍ପେଶାଲ ଟିମ୍ ଘଟଣାର ଛାନଭିନ ଜାରି ରଖିଛି ।

By Nirvay

Leave a Reply

Your email address will not be published. Required fields are marked *